ମା’ ଦୁଆରଶୁଣୀ ପାଣିପଞ୍ଚାୟତକୁ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ଦିଗପହଣ୍ଡି,୨୩ା୧(ଅଶେଷ ନାଥ ମିଶ୍ର): ରାଜ୍ୟସ୍ତରୀୟ ପାଣିପଞ୍ଚାୟତ ପକ୍ଷ ପାଳନ ୨୦୨୬ ଅବସରରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ଠାରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ବିଭାଗର ୨୧ ନଂ. ପାଣି ପଞ୍ଚାୟତ ମା’…