Tag Archives: Villagers demand

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆର୍‌ପିଡିଏସି ବୈଠକରେ ଗୃହୀତ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ଦାବି ନେଇ…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ ଦାୟିତ୍ୱ ନେବେ। ଦୀର୍ଘଦିନ ଧରି ଦାସ ଜାତୀୟ ଉଦ୍ୟାନ ଦାୟିତ୍ୱରେ ରହି ଜୀବଜନ୍ତୁଙ୍କ…

ଦାବି ପରେ ବି ନିର୍ମାଣ ହେଉନି ରାସ୍ତା, ଗାଁକୁ ଯିବାକୁ ହେଲେ…

କେସିଙ୍ଗା,୧୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କସୃପଡ଼ା ପଞ୍ଚାୟତ ଅଧିନସ୍ଥ ସିଂହଝରଣ ଗ୍ରାମକୁ ସଂଯୋଗ ହୋଇଥିବା ରାସ୍ତା ଦୀର୍ଘବର୍ଷଠାରୁ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ବହୁବାର ସ୍ଥାନୀୟ ସରପଞ୍ଚଠାରୁ ବ୍ଲକର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଜାତୀୟ ରାଜପଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri