ପ୍ରସ୍ତାବିତ ଗୋଳାବାରୁଦ କାରଖାନାକୁ ଗ୍ରାମବାସୀଙ୍କ ତୀବ୍ର ବିରୋଧ, ପ୍ରତ୍ୟାହାର କରା ନ ଗଲେ ଆଗାମୀ ଦିନରେ… ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କୁଡୁତାଇ ପଞ୍ଚାୟତ ନେତେରେଇ ପାହାଡ଼ ତଳେ ଏକ ଘରୋଇ କମ୍ପାନୀ ପକ୍ଷରୁ ଗୋଳାବାରୁଦ କାରଖାନା ନିର୍ମାଣ ପାଇଁ ଯୋଜନା ଚାଲିଛି। ତେଣୁ ଏହାର ପ୍ରତିବାଦରେ ଏକ ସଭା ନେତେରେଇ ପାହାଡ଼ ତଳେ...