Tag Archives: Villagers

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ ବିରୋଧ କରି ସରପଞ୍ଚ ପ୍ରେମଲାଲ ଭୋଇଙ୍କ ନେତୃତ୍ୱରେ ଓ ଗ୍ରାମବାସୀ ତଥା ସମିତିସଭ୍ୟା,…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ବ୍ୟୟ ଅଟକଳ କରାଯାଇଛି। ହେଲେ ବିଭାଗୀୟ ଅଧିକାରୀ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ପଡ଼ିଆରେ ଦ୍ୱାଦଶ ଗ୍ରାମ ସଭା ଶେଷ ହୋଇଛି। ଯମୁନାପଶି…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲି ନିକଟରେ…

ଗାଁ ଭିତରେ ପଶିଲେ ଭାଲୁ ପଲ, ଲୋକେ ଭୟଭୀତ ହୋଇ…

ଝରିଗାଁ,୧୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମକାଚାଷ ବଢ଼ିବା ଫଳରେ ରହିଥିବା ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଯାହା ଫଳରେ ଜଙ୍ଗଲରେ ରହିଥିବା ହିଂସ୍ରଜନ୍ତୁ ପ୍ରାୟତଃ ଖାଦ୍ୟ ଅନ୍ବେଷଣରେ ଗାଁମୁହାଁ ହୋଇଥିବା ଦେଖାଦେଇଛି। ସପ୍ତାହେ ମଧ୍ୟରେ ଗୁରୁସିଙ୍ଗା ଜଙ୍ଗଲରୁ…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ ୧୦ ଫୁଟରୁ ଅଧିକ ଗଭୀର ଦୁଇଟି ଗାତ ହୋଇଯାଇଛି। ଏହି ଘଟଣା ପରେ…

ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପ୍ରତି ଏତିକି କୋଟି ଟଙ୍କା ଦାବି କଲେ ଗ୍ରାମବାସୀ

ପାଟଣା,୨୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ରବିବାର ପୂର୍ବାହ୍ନରେ ଯମୁନା ପଶି ପଞ୍ଚାୟତ ବରୁ ଗ୍ରାମର ସ୍କୁଲ ପଡ଼ିଆରେ ଦଶମ ଗ୍ରାମସଭା ଅନୁଷ୍ଠିତ ହୋଇଛି। ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…

ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…

ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ଶନିବାର ସକାଳ ୭ଟାରୁ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ…

ରାସ୍ତା ନିର୍ମାଣ ପାଇଁ ସରିଲା ଜମି ଅଧିଗ୍ରହଣ, ଉଚ୍ଛେଦ ପାଇଁ ସମୟ ମାଗିଲେ ଗ୍ରାମବାସୀ, କହିଲେ ସମ୍ପୂର୍ଣ୍ଣ ଟଙ୍କା…

କେସିଙ୍ଗା,୧୯ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗାରୁ ଜୁନାଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବାକୁଥିବା ଫୋର୍‌ ଲେନ୍‌ ରାସ୍ତା କାମ ପାଇଁ ଜମି ଅଧିଗ୍ରହଣ ଶେଷ ହୋଇଛି। ଜାତୀୟ ରାଜପଥ ୨୬ର ଉଭୟ ପାର୍ଶ୍ୱରେ ଥିବା ପାଷ୍ଟିକୁଡ଼ି ଗ୍ରାମର ପ୍ରାୟ ପ୍ରାୟ ୧୦୦ଟି ପରିବାରରୁ…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର ଦୂଷିତ ପାଣି ଗରା ମାଠିଆରେ ସଂଗ୍ରହ କରୁଛନ୍ତି। ବର୍ଷର ଅନ୍ୟ ସମୟରେ ଜଳକଷ୍ଟ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଶନିବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ସୂଚନାନୁଯାୟୀ, ଶୁକ୍ରବାର ରାତିରେ ବିଦେଇପୁର ଅଞ୍ଚଳର ୭ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?