VIMSARରେ ଅବ୍ୟବସ୍ଥା: କରେଣ୍ଟ ଚାଲିଯିବାରୁ ମୋବାଇଲ ଲାଇଟ୍ ଜଳାଇ ଡାକ୍ତର କଲେ ଚିକିତ୍ସା ସମ୍ବଲପୁର,୧୩।୨: ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚ (VIMSAR)ରେ କେମୋଥେରାପି ନେଉଥିବା ରୋଗୀମାନେ ଭୟଙ୍କର ଅବ୍ୟବସ୍ଥାର ଶିକାର ହୋଇଛନ୍ତି। ବୁଧବାର ବିଦ୍ୟୁତ୍ କାଟ ହେବାରୁ ସେମାନଙ୍କୁ ତିନି ଘଣ୍ଟା ଅନ୍ଧାରରେ ରହିବାକୁ...