ମା’ ହେବେ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ: କହିଲେ ଆରମ୍ଭ ହେଲା-‘ନୂଆ କାହାଣୀ’ ନୂଆଦିଲ୍ଲୀ,୬ା୩: ଭାରତୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ ଗୁରୁବାର ସ୍ୱାମୀ ସୋମବୀର ରାଠିଙ୍କ ସହ ପ୍ରେଗ୍ନେନ୍ସି ଘୋଷଣା କରିଛନ୍ତି। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପରେ କୁସ୍ତିରୁ ଅବସର ନେଇଥିବା ଭିନେଶ ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଘୋଷଣା କରିଛନ୍ତି, ଭିନେଶ…