Vinika Bahuda Yatra

ବିନିକାରେ ବାହୁଡ଼ାଯାତ୍ରାରେ ଅଘଟଣ: ରଥରେ ଚାପି ହୋଇ ୬ ଆହତ, ନାବାଳକଙ୍କ ଅବସ୍ଥା ସଙ୍କଟାପନ୍ନ

ବିନିକା,୬ା୭: ବିନିକା କଂସାରୀପଡ଼ାରେ ଅନୁଷ୍ଠିତ ବାହୁଡ଼ାଯାତ୍ରା ସମୟରେ ଏକ ବଡ଼ ଅଘଟଣ ଘଟିଛି। ରଥରେ ଚାପି ହୋଇ ୩ ନାବାଳକ ସମେତ ୬ ଜଣ ଆହତ ହୋଇଛନ୍ତି।…

6 months ago