ରାମନବମୀ ଶୋଭାଯାତ୍ରାରେ ହିଂସା କୋଲକାତା,୭।୪: କୋଲକାତାର ପାର୍କ ସର୍କସ ସେଭେନ୍ ପଏଣ୍ଟ ଅଞ୍ଚଳରେ ରବିବାର ରାମନବମୀ ଶୋଭାଯାତ୍ରା ବେଳେ ହିଂସାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ଅନେକ ଶ୍ରଦ୍ଧାଳୁ ଆହତ ହେବା ସହ କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ଭାଜପା ପଶ୍ଚିମବଙ୍ଗ ଶାଖା ପକ୍ଷରୁ...