ହିଂସାକାରୀଙ୍କୁ କାଠଗଡ଼ାକୁ ଅଣାଯିବ: ସୁଶୀଳା କାଠମାଣ୍ଡୁ, ୧୫ା୯: ନେପାଳର ନବନିଯୁକ୍ତ ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁଶୀଳା କହିଛନ୍ତି, ସେ ୬ ମାସରୁ କମ୍ ସମୟ ପାଇଁ ଅନ୍ତରୀଣ ସରକାରଙ୍କ ଦାୟିତ୍ୱରେ ରହିବେ। ମାର୍ଚ୍ଚରେ ସଂସଦୀୟ ନିର୍ବାଚନ ପରେ ସେ...