ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ ପାଇ ସବୁ ଦୁଃଖ ଭୁଲିଯିବା। ଯେମିତି ଏହି ଦମ୍ପତିମାନେ ପରସ୍ପରକୁ ପ୍ରେମ କରିଥିଲେ।…