୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…
ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ୨୦୨୭ ଦିନିକିଆ ବିଶ୍ୱକପରେ ଏହି ଦୁଇ କିମ୍ବଦନ୍ତୀ ଖେଳାଳିଙ୍କ ଅଂଶଗ୍ରହଣ…

