Tag Archives: virat kohli

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ ଅଚାନକ ଦଳକୁ ଛାଡ଼ି ଘରକୁ ଫେରିଛନ୍ତି। ରିପୋର୍ଟ ଅନୁଯାୟୀ, ବିରାଟ ବେଙ୍ଗାଲୁରୁ ଏୟାରପୋର୍ଟରୁ...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ ଜାରି ରଖିଛନ୍ତି। ଦିଲ୍ଲୀ ଏବଂ ଗୁଜରାଟ ମଧ୍ୟରେ ଏଲିଟ ରାଉଣ୍ଡ ମ୍ୟାଚରେ ବିରାଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ ସେ ଜଲଓ୍ବା ଦେଖାଉଛନ୍ତି । ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଆନ୍ଧ୍ର ପ୍ରଦେଶ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ଅଛନ୍ତି। ବିରାଟ ପ୍ରାୟ ୧୫ ବର୍ଷ ପରେ...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ କରାଯାଇଛି। ଗୁରୁବାର ଦିଲ୍ଲୀ ଓ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ (DDCA) ପକ୍ଷରୁ ଏକ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ରୋହିତ ଶର୍ମା ୭୮୧ ରେଟିଂ...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି ଏବଂ ଖୋଲାଖୋଲି...

ବିରାଟ, ରୋହିତଙ୍କୁ ହଇରାଣ କର ନାହିଁ; ସବୁ ହଜିଯିବ: ରବି ଶାସ୍ତ୍ରୀଙ୍କ ଚେତାବନୀ

ମୁମ୍ବାଇ,୪ା୧୨: ଭାରତୀୟ ଦଳର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଦୁଇ ବରିଷ୍ଠ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ହଇରାଣ କରୁଥିବା ତଥା ସେମାନଙ୍କ ଫର୍ମ ଓ ଭବିଷ୍ୟତ ଉପରେ ପ୍ରଶ୍ନ ଉଠାଉଥିବା ସମାଲୋଚକମାନଙ୍କ ଉପରେ ତୀବ୍ର...

ନାଗୀନ ଡ୍ୟାନ୍ସ କଲେ ବିରାଟ କୋହଲି, ଭିଡିଓ ଭାଇରାଲ୍

ରାୟପୁର,୩।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ବ୍ୟାଟର ବିରାଟ କୋହଲି କେବଳ ଲଗାତାର ଦ୍ୱିତୀୟ ଶତକ ହାସଲ କରିନାହାଁନ୍ତି, ବରଂ ତାଙ୍କର ପୁରୁଣା ଆକ୍ରମକ ଶୈଳୀର ପ୍ରତ୍ୟାବର୍ତ୍ତନ ମଧ୍ୟ ଦେଖିବାକୁ ମିଳିଛି। ତାଙ୍କର କ୍ରିକେଟର ଏହି ଫର୍ମକୁ...

ବିବାଦ ପରେ ‘ୟୁ-ଟର୍ଣ୍ଣ’ ନେଲେ ବିରାଟ କୋହଲି, ଖେଳିବେ ବିଜୟ ହଜାରେ ଟ୍ରଫି

ନୂଆଦିଲ୍ଲୀ,୨।୧୨: ଭାରତୀୟ କ୍ରିକେଟର ବିରାଟ କୋହଲି ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫି ପାଇଁ ନିଜର ଉପଲବ୍ଧତା ସୁନିଶ୍ଚିତ କରିଛନ୍ତି। ପ୍ରଥମେ ଘରୋଇ ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ମନା କରିବା ପରେ ବିସିସିଆଇ ସିଲେକ୍ଟରମାନେ...

ତେନ୍ଦୁଲକର ନା କୋହଲି: କିଏ ଶ୍ରେଷ୍ଠ ଖେଳାଳି? ଅସଲ କଥା ଜାଣିଲେ ବିଶ୍ୱାସ କରିବେନି!

ନୂଆଦିଲ୍ଲୀ,୨।୧୨: ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲି । ଟିମ୍ ଇଣ୍ଡିଆର ଦୁଇ ହସ୍ତି । ଜଣେ କ୍ରିକେଟର ଭଗବାନ ଭାବେ ପରିଚିତ ଆଉ ଜଣେ କ୍ରିକେଟର କିଙ୍ଗ । ଉଭୟ କେତେ ଯେ ରେକର୍ଡ ଭାଙ୍ଗି ଚୁର୍‌ମାର କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri