ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା
ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍ରୁ ୧୩୯ ରନ୍ର ଇନିଂସ୍ ଖେଳିଥିଲେ । ତାଙ୍କ ଇନିଂସ୍ରେ ଥିଲା ୯ଟି ଛକା ଓ ୧୦ଟି…

