ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି । ଇନଷ୍ଟାଗ୍ରାମରେ ବିରାଟଙ୍କ ନାମ ସର୍ଚ୍ଚ କରିବା ପରେ ତାଙ୍କ ପ୍ରୋଫାଇଲ୍ ଦେଖାଯାଉନାହିଁ ।…