RCB ପ୍ଲେଇଂ ୧୧ରୁ ବାଦ୍ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି? ବେଙ୍ଗାଲୁରୁ,୧୫।୪: ଆଇପିଏଲ୍ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ RCB ଅଧିନାୟକ ରଜତ ପାଟିଦାର…