Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ… ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ ସେ ଜଲଓ୍ବା ଦେଖାଉଛନ୍ତି । ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଆନ୍ଧ୍ର ପ୍ରଦେଶ...