Tag Archives: virat kohli

ବିରାଟ କୋହଲିଙ୍କ ହାତରେ ଲାଗିଲା ବଡ଼ ଲଟେରି: ଏଣିକି କୋଟି କୋଟି….

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟର ବିରାଟ କୋହଲି ପୁମା କମ୍ପାନୀ ସହ ଏକ ବଡ ଚୁକ୍ତି କରିଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ପୁମା କମ୍ପାନୀ ସହିତ ୮ ବର୍ଷ ପାଇଁ ୧୧୦ କୋଟି ଟଙ୍କା ମୂଲ୍ୟର ଚୁକ୍ତି ସ୍ବାକ୍ଷର କରିଛନ୍ତି। ଯେକୌଣସି ବ୍ରାଣ୍ଡ…

ବୁମ୍‌ରାଙ୍କ ଚମକିଲା ଭାଗ୍ୟ, ହେଲେ କୋହଲିଙ୍କ ସମକକ୍ଷ

ନୂଆଦିଲ୍ଲୀ,୭।୨: ଭାରତର ଏକ ନମ୍ବର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଯାହା କରିଥିଲେ ତାହା କରିଦେଖାଇଛନ୍ତି ଜଶପ୍ରୀତ ବୁମ୍‌ରା। ବିରାଟ କୋହଲିଙ୍କ ପରେ ବୁମ୍‌ରା ଦ୍ୱିତୀୟ ଖେଳାଳି ଭାବେ ତିନୋଟି ଫର୍ମାଟରେ ଏକ ନମ୍ବର ସ୍ଥାନ ହାସଲ କରିବାରେ ସଫଳ ହୋଇଛନ୍ତି। ବୁଧବାର…

Video: ଦ୍ୱିତୀୟ ସନ୍ତାନର ବାପା ମା’ ହେବାକୁ ଯାଉଛନ୍ତି ବିରାଟ-ଅନୁଷ୍କା, ଖୁଲାସା କଲେ ଏବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୩।୨: ବହୁଦିନ ଧରି ଅନୁଷ୍କା ଶର୍ମା ଗର୍ଭବତୀ ଥିବା ଆଲୋଚନା ମଧ୍ୟରେ ଏହି ଖବରକୁ ସୁନିଶ୍ଚିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ପୂର୍ବତ୍ତନ ଅଧିନାୟକ ଏବି ଡି ଭିଲିୟର୍ସ। ଆଫ୍ରିକୀୟ କ୍ରିକେଟର ତାଙ୍କ ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରକାଶ କରିଛନ୍ତି ଯେ ଅନୁଷ୍କା ଏବଂ…

ବିରାଟ କୋହଲି ଆଇସିସି ଦିନିକିଆ କ୍ରିକେଟର ଅଫ ଦି ଇୟର ୨୦୨୩, ପଛରେ ପଡ଼ିଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୨୫ା୧: ଭାରତର ତାରକା ବ୍ୟାଟର ବିରାଟ କୋହଲି ଚତୁର୍ଥ ଥର ପାଇଁ ଆଇସିସି ପୁରୁଷ ଦିନିକିଆ କ୍ରିକେଟର ଅଫ ଦି ଇୟର ପୁରସ୍କାର ଜିତିଛନ୍ତି। ରେସରେ ଥିବା ଅନ୍ୟତମ ଭାରତୀୟ ବ୍ୟାଟର ଶୁଭମନ ଗିଲ୍ ଏବଂ ମହମ୍ମଦ ଶାମୀଙ୍କୁ ପଛରେ ପକାଇ…

ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା: ଦଳରେ ସ୍ଥାନ ପାଇଲେ ୬ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨୩।୧: ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା କରିଛି। ଏଥିରେ ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଛି। ଏହି ସ୍ବତନ୍ତ୍ର ଦଳରେ ଭାରତର ୬ ଜଣ ଖେଳାଳି ନିଜ ସ୍ଥାନ ହାସଲ କରିବାରେ ସଫଳ ହୋଇଥିବାବେଳେ ୨ ଜଣ ଖେଳାଳି…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର ଆଜମ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜାମଙ୍କ ଉତ୍କୃଷ୍ଟ ଫର୍ମ ଟି-୨୦ କ୍ରିକେଟରେ ଜାରି ରହିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ବାବର ଆଜମ କ୍ରମାଗତ ଦ୍ୱିତୀୟ ପଚାଶ ସ୍କୋର କରିଥିଲେ। ଏହି ପଚାଶଟି ସହିତ ବାବର ଆଜମ ବିରାଟ କୋହଲିଙ୍କୁ ମଧ୍ୟ ପରାସ୍ତ…

ଟି୨୦ ଟିମ୍‌କୁ କାହିଁକି ଫେରିଲେ ବିରାଟ? ରାଇନା କହିଲେ…

ଇନ୍ଦୋର,୧୪।୧: ଭାରତୀୟ କ୍ରିକେଟ ଟିମ୍‌ ଟି୨୦ ବିଶ୍ୱକପ୍‌ ୨୦୨୪ ପୂର୍ବରୁ ଆଫଗାନିସ୍ତାନ ବିପକ୍ଷରେ ଅନ୍ତିମ ଟି୨୦ ସିରିଜ ଖେଳିବ। ସିରିଜ ଲାଗି ଦୀର୍ଘ ୧୪ ମାସର ବ୍ୟବଧାନ ପରେ ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ଉଭୟ ଖେଳାଳି…

ଉପରକୁ ଉଠିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଘରୋଇ ଦଳକୁ ପରାସ୍ତ କରିଥିଲା। ଭାରତର ଏହି ବିଜୟ ସହିତ ସିରିଜ ୧-୧ରେ ବରାବର ହୋଇଥିଲା। ବର୍ତ୍ତମାନ ଆଇସିସି ଟେଷ୍ଟର ର଼୍ୟାଙ୍କିଂ ପ୍ରକାଶ…

ଟି୨୦ ମ୍ୟାଚ୍ ଖେଳିବାକୁ ଚାହୁଁଛନ୍ତି ବିରାଟ କୋହଲି, ରୋହିତ ଶର୍ମା

ନୂଆଦିଲ୍ଲୀ,୫।୧: ଭାରତୀୟ କ୍ରିକେଟ ଟିମର ମେରୁଦଣ୍ଡ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲି ଟି୨୦ ସିରିଜ ଖେଳିବାକୁ ଇଛୁକ ଥିବା ବିସିସିଆଇକୁ ଜଣାଇଛନ୍ତି। ୨୦୨୨ ଟି୨୦ ବିଶ୍ୱକପ ପରେ ଦୁହେଁ କୌଣସି ଟି୨୦ ମ୍ୟାଚ୍ ଖେଳି ନାହାନ୍ତି। ଆଫଗାନିସ୍ତାନ ବିପକ୍ଷ…

ଜିତିବା ସତ୍ତ୍ୱେ ବି ରାଗିଗଲେ ରୋହିତ ଶର୍ମା: କହିଦେଲେ ଏମିତି କଥା

କେପଟାଉନ,୫।୧: କେପଟାଉନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟ ମ୍ୟାଚ ଦେଢ ଦିନରେ ଶେଷ ହୋଇଥିଲା। ଏହି ମ୍ୟାଚ୍‌ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଛୋଟ ମ୍ୟାଚ୍‌ ମ୍ୟାଚ ଥିଲା। ଭାରତ…

ପଡ଼ିଆରେ ହାତ ଯୋଡିଲେ ବିରାଟ କୋହଲି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୪।୧: ଟିମ ଇଣ୍ଡିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପଟାଉନ ଟେଷ୍ଟରେ ୪୬ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଏହି ମ୍ୟାଚ ସମୟରେ କୋହଲି ହାତ ଯୋଡୁ ଥିବାର ଦେଖାଯାଇଛି। ତାଙ୍କର…

ଅଲୋଡ଼ା ରେକର୍ଡର ନିକଟତର ହେଲେ କୋହଲି

କେପଟାଉନ,୪।୧: କେପଟାଉନରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ବିରାଟ କୋହଲି ଦ୍ୱିତୀୟ ଇନିଂସରେ ୪୬ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ। ଟେଷ୍ଟ କ୍ରିକେଟରେ ୨୦ ଥର ପାଇଁ ବିରାଟ ୪୦ ରୁ ୪୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?