Tag Archives: virat kohli

ବିଶ୍ୱକପ ଫାଇନାଲ ପୂର୍ବରୁ ବିରାଟ କୋହଲିଙ୍କୁ ବିଶେଷ ଉପହାର ଦେଲେ ସଚିନ ତେନ୍ଦୁଲକର

ଅହମଦାବାଦ,୧୯ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ଫାଇନାଲ ଆରମ୍ଭ ପୂର୍ବରୁ ସଚିନ ତେନ୍ଦୁଲକର ବିରାଟ କୋହଲିଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ତେନ୍ଦୁଲକର କୋହଲିଙ୍କୁ ତାଙ୍କର ଶେଷ ଦିନିକିଆ ଜର୍ସି ଦେଇଛନ୍ତି। ସଚିନ ତେନ୍ଦୁଲକର…

ଓ୍ବାଙ୍ଖଡେର ମାହୋଲକୁ ବେକ୍‌ହାମଙ୍କ ପ୍ରଶଂସା, ବିରାଟଙ୍କ ଲୋକପ୍ରିୟତା ଦେଖି ବିମୋହିତ

ମୁମ୍ବାଇ,୧୬ା୧୧(ପି.ଟି.) ଇଂଲଣ୍ଡ ଫୁଟ୍‌ବଲ ତାରକା ଡେଭିଡ୍‌ ବେକ୍‌ହାମ ପ୍ରଥମ ଥର ଭାରତ ଗସ୍ତରେ ରହିଥିବା ବେଳେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ର ପ୍ରଥମ ସେମିଫାଇନାଲ ଦେଖିଥିଲେ। ଏହାର ଗୋଟିଏ ଦିନ ପରେ ବିସିସିଆଇ ପକ୍ଷରୁ ବେକ୍‌ହାମଙ୍କ ଏକ ଭିଡିଓ ରିଲିଜ୍‌ କରାଯାଇଛି।…

ଅନୁଷ୍କାଙ୍କ ଟିକିଏ ଝଲକ ପାଇବାକୁ ବିକଳ ହେଲେ କୋହଲି, ପ୍ରଶଂସକ କହିଲେ ‘ଏଭଳି ସ୍ବାମୀ ଭାଗ୍ୟରେ ଥିଲେ ମିଳେ’

ମୁମ୍ବାଇ,୧୬।୧୧: ଭାରତୀୟ କ୍ରିକେଟର ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ବହୁତ ଭଲ ପାଆନ୍ତି। ମଇଦାନରେ ଏହାର ଝଲକ ଅନେକ ଥର ଦେଖିବାକୁ ମିଳିଛି। ହେଲେ ବିଶ୍ୱକପ୍‌ ୨୦୨୩ର ସେମିଫାଇନାଲ ମୁକାବିଲାରେ ଉଭୟଙ୍କ କେମେଷ୍ଟ୍ରି ପ୍ରଶଂସକଙ୍କ ହୃଦୟ ଜିତିଛି। ଏହାର ଏକ…

ବିଶ୍ୱକପ୍‌ରେ କୋହଲି ଯେତିକି ରନ୍‌ କରିବେ, ବିରିୟାନୀରେ ଦିଆଯିବ ସେତିକି ଡିସ୍କାଉଣ୍ଟ; କିଛି ଏଭଳି ଅଫର ଦେଇ ଚର୍ଚ୍ଚାରେ…

ମୁମ୍ବାଇ,୧୬।୧୧: ଦେଶବିଦେଶରେ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ପ୍ରଶଂସକ କାହିଁରେ କେତେ। ବିଶ୍ୱକପ୍‌ରେ ଜବରଦସ୍ତ ଫର୍ମରେ ଥିବାରୁ ସେମିଫାଇନାଲରେ କ୍ରିକେଟର ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଆଶା କରାଯାଉଥିଲା। ପ୍ରଶଂସକଙ୍କୁ ନିରାଶ ନ କରି କୋହଲି ତାହା…

ବିରାଟଙ୍କ ଶତକ ପରେ ଭାଇରାଲ ହେଉଛି ସଚିନଙ୍କ ପ୍ରତିକ୍ରିୟା

ମୁମ୍ବାଇ,୧୫ା୧୧: ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲି ସଚିନ ତେନ୍ଦୁଲକରଙ୍କ ଶତକ ରେକର୍ଡ ଭାଙ୍ଗି ଏକ ନୂତନ ଇତିହାସ ଲେଖିଛନ୍ତି। କୋହଲି ନ୍ୟୁଜିଲାଣ୍ଡ ବିପକ୍ଷରେ୧୧୭ ରନ୍‌ ସ୍କୋର କରି ସେ  ଏହି ରେକର୍ଡ ହାସଲ କରିଛନ୍ତି। ଏନେଇ ସଚିନ…

ମାଷ୍ଟରବ୍ଲାଷ୍ଟରଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ମୁମ୍ବାଇ,୧୫।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲ୍‌ରେ ବିରାଟ କୋହଲି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି। ସଚିନ ତେନ୍ଦୁଲକର ବିଶ୍ୱକପ ୨୦୦୩ରେ ୬୭୩ ରନ ସଂଗ୍ରହ କରିଥିଲେ। ଏଥି ସହିତ ନ୍ୟୁଜିଲାଣ୍ଡ ବିପକ୍ଷରେ ବିରାଟ କୋହଲି ୮୧ତମ ରନ ସ୍କୋର କରିବା ମାତ୍ରେ…

କୋହଲିଙ୍କ ‘ବିରାଟ’ ଶତକ: ଦକ୍ଷିଣ ଆଫ୍ରିକାକୁ ୩୨୭ ରନ୍‌ର ଟାର୍ଗେଟ୍‌

କୋଲକାତା,୫।୧୧: ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୩୨୭ ରନ୍‌ର ଟାର୍ଗେଟ୍‌ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ୍‌ ହରାଇ ୩୨୬ ରନ୍‌ କରିଛି। ଭାରତ ପକ୍ଷରୁ ବିରାଟ କୋହଲି ଚମତ୍କାର…

ଜନ୍ମଦିନରେ ‘ମହାରେକର୍ଡ’ କଲେ ବିରାଟ କୋହାଲି

କୋଲକାତା,୫।୧୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଜନ୍ମଦିନରେ ‘ମହାରେକର୍ଡ’ ହାସଲ କରି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ବିଶ୍ୱକପ୍‌ ୨୦୨୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ କୋହଲି ୪୯ ତମ ଶତକ ହାସଲ କରିଛନ୍ତି। ୪୫୨…

ଇଂଲଣ୍ଡ ବିପକ୍ଷରେ ଶୂନରେ ଆଉଟ୍ ହୋଇ ପ୍ୟାଭିଲିୟନ ଫେରିଲେ ବିରାଟ, ରାଗରେ ସୋଫାକୁ ପିଟିଲେ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୯।୧୦ : ଦିନିକିଆ ବିଶ୍ୱକପରେ ରବିବାର ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ବାହାରଟା ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରିଛି। ଅଧିନାୟକ ରୋହିତ ଶର୍ମା, ଉପ-ଅଧିନାୟକ କେଏଲ. ରାହୁଲ ଏବଂ ବ୍ୟତୀତ ଅନ୍ୟକେହି ବ୍ୟାଟର ଇଂଲଣ୍ଡ ବୋଲରଙ୍କ ସାମ୍ନା…

ଇଂଲଣ୍ଡ ବିପକ୍ଷରେ ବୋଲିଂ କରିବେ କି କୋହଲି !

ଲକ୍ଷ୍ନୌ,୨୭।୧୦: ଆଇସିସି ଦିନିକିଆ ବିଶ୍ୱକପ୍‌ ୨୦୨୩ର ପ୍ରଥମ ୫ ମ୍ୟାଚ୍‌ରେ ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ରବିବାର ଦଳ ଇଂଲଣ୍ଡ ବିପକ୍ଷରେ ଏହାର ୬ଷ୍ଠ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟିମ୍‌ ଲକ୍ଷ୍ନୌରେ ଅଭ୍ୟାସ କରିଛି, ଯେଉଁଥିରେ ଏକ…

ଜିଭରେ ବିରାଟ କୋହଲିଙ୍କ ଛବି ଆଙ୍କିଲେ ବ୍ୟକ୍ତି, ଭାଇରାଲ ହେଉଛି ଭିଡିଓ…

ସମସ୍ତେ ନିଜ ପସନ୍ଦର କ୍ରିକେଟରଙ୍କୁ ଫଲୋ କରନ୍ତି। କିନ୍ତୁ ବେଳେବେଳେ ଲୋକମାନେ ନିଜ ପ୍ରିୟ ଲୋକଙ୍କ ପାଇଁ ଏପରି କିଛି କରନ୍ତି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ କଳାକାର ତାଙ୍କ…

ରେକର୍ଡ ବର୍ଷା କଲେ ବିରାଟ କୋହଲି

ପୁନେ,୨୦।୧୨: ପୁନେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଭାରତ ଏବଂ ବାଂଲାଦେଶ ଦଳ ମୁହାଁମୁହିଁ ହୋଇଥିଲେ। ଟିମ ଇଣ୍ଡିଆ ଟୁର୍ନାମେଣ୍ଟରେ କ୍ରମାଗତ ଚତୁର୍ଥ ବିଜୟ ହାସଲ କରି ଏହାକୁ ୭ ଉଇକେଟରେ ପରାସ୍ତ କରିଛି। ଭେଟେରାନ ବ୍ୟାଟ୍ସମ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri