ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’ ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ରିସେପ୍ସନ ପର୍ଯ୍ୟନ୍ତ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ,…