ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା ପ୍ରତ୍ୟେକ ଦର୍ଶକ ଅପେକ୍ଷାରେ ନିଶ୍ୱାସ ମାରିଥିଲେ। ଗୁଜରାଟ ଟାଇଟାନ୍ସ ଦ୍ୱାରା ଧାର୍ଯ୍ୟ ୧୫୬…