‘ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ’ ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ପାହାଡ଼ପୁର ଆସିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ…