୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଲେଣି ପୂର୍ବତନ ପ୍ରଧାନମନ୍ତ୍ରୀ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ହେଲା ଯାଞ୍ଚ ଇସଲାମାବାଦ,୧୩।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗୋଟିଏ ଆଖିରେ ପ୍ରାୟ ୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଛନ୍ତି। ପାକିସ୍ତାନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ହୋଇଥିବା ତଦନ୍ତ ପରେ ଏହା ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଓକିଲ ସଲମାନ ସଫଦର ତାଙ୍କ ରିପୋର୍ଟରେ…