ବିବାହ ପରଦିନଠାରୁ ସ୍ତ୍ରୀଙ୍କୁ ମାର୍ପିଟ୍ ସହ ନିର୍ଯାତନା; ମୋଟିଭେସନାଲ ସ୍ପିକର୍ ବିବେକ ବିନ୍ଦ୍ରାଙ୍କ ନାମରେ ଘରୋଇ ହିଂସା ଅଭିଯୋଗ ନୂଆଦିଲ୍ଲୀ,୨୩।୧୨: ମୋଟିଭେସନାଲ ସ୍ପିକର୍, ୟୁଟ୍ୟୁବ୍ କଣ୍ଟେଣ୍ଟ କ୍ରିଏଟର ତଥା ସୋସିଆଲ ମିଡିଆରେ ବ୍ୟବସାୟ କୋଚ୍ ଭାବେ ପରିଚିତ ବିବେକ ବିନ୍ଦ୍ରାଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ବିବାହର ମାସେ ନ ପୁରୁଣୁ ସେ ସ୍ତ୍ରୀ ୟାନିକାଙ୍କୁ ମାର୍ପିଟ ସହ ନିର୍ଯାତନା...