ଦାୟିତ୍ୱ ନେବା ପରେ ଟ୍ରମ୍ପଙ୍କୁ ଶକ୍ତ ଝଟ୍କା ଦେଲେ ଜଣେ ଭାରତୀୟ, ଆମେରିକାରେ ଚହଳ ଓ୍ବାଶିଂଟନ୍,୨୧।୧:ଆମେରିକୀୟ ରାଜନୀତିରେ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଭାରତୀୟ ବଂଶୋଦ୍ଭବ ବିବେକ ରାମସ୍ବାମୀ। ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣର କିଛି ଘଣ୍ଟା ମଧ୍ୟରେ, ବିବେକ ଘୋଷଣା କରିଥିଲେ ଯେ ସେ ରାଷ୍ଟ୍ରପତି ଟ୍ରମ୍ପ ପ୍ରଶାସନରେ ତାଙ୍କୁ ଦିଆଯାଇଥିବା ଦାୟିତ୍ୱରୁ ଓହରି ଯାଉଛନ୍ତି।…