Tag Archives: VK Pandian

ମହଙ୍ଗା ପଡ଼ିଲା କି “ନବୀନ ମୋ ନେତା, ପାଣ୍ଡିଆନ ନେତା ନୁହନ୍ତି” ମନ୍ତବ୍ୟ

ଭୁବନେଶ୍ଵର,୧୬ା୧: ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଏକ ବଡ଼ ନିଷ୍ପତ୍ତି କ୍ରମେ ଦଳରୁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର (ପାଟକୁରା) ଏବଂ ସନାତନ ମହାକୁଡ଼ (ଚମ୍ପୁଆ)ଙ୍କୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ବେଳେ…

ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…

ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି ସିବିଆଇ ତଦନ୍ତ କଲେ ବି କିଛି ହେବନି। ଆକ୍ରୋଶମୂଳକ ଭାବେ ତଦନ୍ତ କଲେ କିଛି…

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା ହେବ, ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ…

ପାଣ୍ଡିଆନଙ୍କ ବିରୋଧରେ ବିଦ୍ରୋହ ଆହ୍ୱାନ ଦେଲେ ଶ୍ରିମୟୀ, ଡେଇଁ ପଡ଼ିବେ କି ବିଜେଡି ନେତା ?

ଭୁବନେଶ୍ୱର,୧୦।୧୦: ନିଲମ୍ବିତ ବିଜୁ ଜନତା ଦଳ (ବିଜେଡି) ନେତ୍ରୀ ଶ୍ରିମୟୀ ମିଶ୍ର ଦଳରେ ବିଦ୍ରୋହର ଆହ୍ୱାନ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରି ଦଳୀୟ ନେତୃତ୍ୱଙ୍କୁ ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଜଣେ ସ୍ୱଘୋଷିତ…

ଘରଜ୍ୱାଇଁ ଉପାଖ୍ୟାନ ସହ ସୁଜାତା ପାଣ୍ଡିଆନଙ୍କୁ ବିବାଦକୁ ଟାଣିଲେ ଶ୍ରୀମୟୀ

ଭୁବନେଶ୍ୱର,୪ା୧୦: ପୁଣି ଥରେ ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ଅନାମ ବାବୁଙ୍କ କାହାଣୀ ଆଳରେ ନବୀନ ଏବଂ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ। ପୂର୍ବଥର…

ସସ୍ପେଣ୍ଡ ପରେ ଶ୍ରୀମୟୀ କଲେ ବଡ଼ ଘୋଷଣା! ନବୀନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ…

କାହା ଇସାରାରେ ଶ୍ରୀମୟୀ କରୁଛନ୍ତି ଟାର୍ଗେଟ? ଜଣାପଡିଗଲା…

ଭୁବନେଶ୍ୱର, ୧୮।୯: ଓଡ଼ିଶା ରାଜନୀତିରେ ବଡ଼ ହଲଚଲ। ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ । କେତେବେଳେ ଅନ୍ଧ ଧୃତରାଷ୍ଟ୍ର ତ କେତେବେଳେ ଭଣ୍ଡ ସନ୍ୟାସୀ; ଏମିତି କହି ତେରେଚ୍ଛା ବାଣ ମାରୁଛନ୍ତି ଶ୍ରୀମୟୀ।…

ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ନିଲମ୍ବିତ, ପାଣ୍ଡିଆନଙ୍କୁ ଟାର୍ଗେଟ କରି ଦେଇଥିଲେ ବୟାନ

ଭୁବନେଶ୍ୱର,୧୨।୯: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ଏବଂ କାମାଖ୍ୟାନଗରର ପୂର୍ବତନ ବିଧାୟକ ତଥା ବିଜେଡି ସରକାରରେ ବରିଷ୍ଠ ମନ୍ତ୍ରୀ ଥିବା ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳବିରୋଧୀ କାର୍ଯ୍ୟ ଯୋଗୁଁ ଦଳରୁ ନିଲମ୍ବନ କରାଯାଇଛି। ଏହି ନିଲମ୍ବନ ଦଳର ସୁପ୍ରିମୋ ନବୀନ…

ଅରୁଣଙ୍କ ବିସ୍ଫୋରକ ବୟାନ, ବାବୁ ପଣିଆ ଦେଖାଇ…

ଭୁବନେଶ୍ୱର,୬।୯: ଓଡ଼ିଶା ରାଜନୀତିରେ ପୁଣି ହଲଚଲ ଦେଖିବାକୁ ମିଳିଛି। ବିଜେଡି ନେତା ଅରୁଣ ସାହୁ କରିଛନ୍ତି ବଡ଼ ବିସ୍ଫୋରଣ। ଅରୁଣ କହିଛନ୍ତି, ନମ୍ରତାଠୁ ବଡ଼ ଆଭୂଷଣ କିଛି ନାହିଁ। ବାର୍ଦ୍ଧକ୍ୟ ଏକ ଅଭିଶାପ ନୁହେଁ, ଆଶୀର୍ବାଦ। ଏହା ସହିତ ସେ ଆହୁରି…

ପାଣ୍ଡିଆନ୍‌ଙ୍କୁ ଛାଡ଼ି ପାରୁନାହାନ୍ତି ନବୀନ, କାହିଁକି ଏମିତି କହି ଟାର୍ଗେଟ୍‌ କଲେ…

ଭୁବନେଶ୍ୱର,୨୯ା୮(ରବିନାରାୟଣ ଜେନା): କଳା ଟଙ୍କା ପାଇଁ ଭି.କେ. ପାଣ୍ଡିଆନ୍‌ଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଛାଡ଼ି ପାରୁନାହାନ୍ତି ବୋଲି ଭାଜପା ନେତା ତଥା ଆସିକା ବିଧାୟକ ସରୋଜ ପାଢ଼ୀ କହିଛନ୍ତି। ଦିନକ ପୂର୍ବରୁ ବିଜେଡିର ଖବରଦାତା ସମ୍ମିଳନୀରେ ମୁଖପାତ୍ର ଲେନିନ୍‌ ମହାନ୍ତି…

ଅଶୋକ ପଣ୍ଡାଙ୍କ ବିସ୍ଫୋରକ ବୟାନ: ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କାହାର ବ୍ୟକ୍ତିଗତ…

ଭୁବନେଶ୍ୱର,୨୮ା୮: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ(ବିଜେଡି)ର ପରାଜୟ ପରେ ଦଳରେ ବିଶୃଙ୍ଖଳା ଲାଗିରହିଛି। କେତେବେଳେ ପ୍ରତ୍ୟକ୍ଷ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରକୁ ବରିଷ୍ଠ ନେତା ଅଙ୍ଗୁଳି ଉଠାଉଛନ୍ତି ତ ଆଉ କେତେବେଳେ ପରୋକ୍ଷରେ ବାଣ ମାରୁଛନ୍ତି।…

ରାଜନୀତିରେ ହଇଚଇ: ବିଜେଡି ନେତାଙ୍କ ସହ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କରୁଛନ୍ତି ଗୁପ୍ତ ମନ୍ତ୍ରଣା, ନବୀନଙ୍କ ପାଇଁ…

ଭୁବନେଶ୍ୱର,୨୫ା୮(ରବିନାରାୟଣ ଜେନା): ବରିଷ୍ଠ ପ୍ରଶାସନିକ ଅଧିକାରୀ ପଦରୁ ସ୍ବେଚ୍ଛାକୃତ ଅବସର ନେଇଥିବା ସୁଜାତା କାର୍ତ୍ତିକେୟନ ରାଉତ ରାଜ୍ୟର ପ୍ରମୁଖ ବିରୋଧୀ ଦଳ ବିଜେଡିର ମଙ୍ଗ ଧରିବା ନେଇ ଚର୍ଚ୍ଚା ଲାଗି ରହିଛି। ରବିବାର ସୁଜାତାଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri