Tag Archives: VK Pandian

ନବୀନଙ୍କୁ ଗୋଇଠା ମାରୁଥିଲେ ପାଣ୍ଡିଆନ୍‌: ସାଙ୍ଘାତିକ ଗୁମର ଖୋଲିଲେ ଭାଜପା ବିଧାୟକ

ଭୁବନେଶ୍ୱର,୨୦।୩: ୨୦୨୪ ନିର୍ବାଚନରେ ବିଜେଡି ନେତା ଭି କେ ପାଣ୍ଡିଆନ୍‌ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ। କିନ୍ତୁ ତାଙ୍କୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଥମିବାର ନାଁ ଧରୁନି। ଅଧିକାଂଶ ସମୟରେ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ୍‌ କରିବାକୁ ପଛାଉ ନାହାନ୍ତି।…

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ ସୁଯୋଗ ନ ପାଇ ଦଲାଲଙ୍କ ଶିକାର ହୋଇ ପରେ ଅନୁତାପ କରୁଛନ୍ତି। ଜିଲାରେ…

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..

ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ ନବୀନ ବଡ ମନ୍ତବ୍ୟ ଦେଇଛନ୍ତି। ନବୀନ ନିଜ ”ଏକ୍ସ’ ଆକାଉଣ୍ଟରେ ପାଣ୍ଡିଆନଙ୍କ ସପକ୍ଷରେ…

‘ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ…

ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା

ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍‌ ଏନେଇ…

”ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ”: ଭାଜପା

ଭୁବନେଶ୍ୱର,୨୪।୫: ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରୁ ପୋଲିସ। ଶୁକ୍ରବାର ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖି ଏଭଳି ଅପିଲ କରିଛି ରାଜ୍ୟ ଭାଜପା। ଭାଜପା କହିଛି ଯେ, ”ମୁଖ୍ୟମନ୍ତ୍ରୀଙ୍କୁ ଭିକେ ପାଣ୍ଡିଆନ ବନ୍ଧନ କରି ରଖିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ…

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସୀମା ଭିତରେ ରହି ମର୍ଯ୍ୟାଦାପୂର୍ଣ୍ଣ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ”…

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ପାଇଁ ଭୁବନେଶ୍ୱରରୁ ଚେନ୍ନାଇ ନକଲ ଫ୍ଲାଇଟ ଟିକେଟ କାଟି କଟାକ୍ଷ…

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ…

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍…

ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?