ବଦଳିଲା ଆମେରିକାର ସ୍ୱର: ମିଳିତ ଜାତିସଂଘର ପୁଟିନଙ୍କୁ ସମର୍ଥନ କଲେ ଟ୍ରମ୍ପ
ନୂଆଦିଲ୍ଲୀ,୨୫ା୨: ସୋମବାର ୟୁକ୍ରେନରେ ଉତ୍ତେଜନା ହ୍ରାସ, ଶୀଘ୍ର ଶତ୍ରୁତା ବନ୍ଦ ଏବଂ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଆହ୍ୱାନ କରାଯାଇଥିବା ଜାତିସଂଘ ସାଧାରଣ ପରିଷଦର ଏକ ଡ୍ରାଫ୍ଟ ପ୍ରସ୍ତାବରେ ଆମେରିକା ରୁଷର ପକ୍ଷ ନେଇଛି। ପୂର୍ବରୁ କିଭ୍ ସପକ୍ଷରେ ପ୍ରସ୍ତାବ ପାଇଁ…
Russia-Ukraine War: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଲେ ପୁଟିନ୍, କହିଲେ ଜେଲେନସ୍କିଙ୍କ ସହ କଥା ହେବାକୁ ରାଜି, କିନ୍ତୁ…
ମସ୍କୋ, ୧୯।୨: ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରେ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅନ୍ତ ସମ୍ପର୍କରେ ଆଲୋଚନା ଜୋର ଧରିବା ଆରମ୍ଭ କରିଛି। ଘଟଣାକ୍ରମରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ କହିଛନ୍ତି ଯେ ଆବଶ୍ୟକ ହେଲେ…
ଟ୍ରମ୍ପ୍ଙ୍କ ସହ ଆଲୋଚନା ପାଇଁ ପୁଟିନ୍ ପ୍ରସ୍ତୁତ
ମସ୍କୋ,୧୦ା୧: ଆସନ୍ତା ଫେବୃଆରୀରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩ ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଆମେରିକା ୟୁକ୍ରେନ୍କୁ ଅନେକ ପର୍ଯ୍ୟାୟରେ ମୋଟ ୬୬ ବିଲିୟନ୍ ଡଲାରର ସହାୟତା ପ୍ରଦାନ କରିସାରିଲାଣି। ଆସନ୍ତା ୨୦ରେ ଆମେରିକାର ନୂଆ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା…
କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ
ମସ୍କୋ,୨୮।୧୨: କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ ସେ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଛନ୍ତି। ଏହାପରେ ବିମାନଟି କୌଣସି ପକ୍ଷୀରେ ମାଡ଼ ହୋଇ ନାହିଁ ବରଂ ଭୁଲରେ ତାହା ରୁଷିଆ ଦ୍ୱାରା ଆକ୍ରମଣ…
‘ଅଶ୍ଳୀଳ ଭିଡିଓ ଅପେକ୍ଷା ଅଧିକ ଆକର୍ଷଣୀୟ କିଛି ଆବଶ୍ୟକ’: ବିକଳ୍ପ ପାଇଁ ଆହ୍ୱାନ ଦେଲେ ପୁଟିନ
ନୂଆଦିଲ୍ଲୀ,୧୯।୧୨: ରୁଷିଆଭି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ପର୍ଣ୍ଣ ସାଇଟଗୁଡିକର ବିକଳ୍ପ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଧ୍ୟାନ ଆକର୍ଷଣ କରିବା ପାଇଁ ଅଧିକ ଆକର୍ଷଣୀୟ ଏବଂ ଉତ୍ସାହୀ କିଛି ରହିବା ଉଚିତ। ଅଶ୍ଳୀଳ ସାଇଟ ଅପେକ୍ଷା କିଛି…
PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…
ମସ୍କୋ,୧୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ମୋଦି ତାଙ୍କର ଜଣେ ଭଲ ବନ୍ଧୁ। ବିଶ୍ୱର ରାଜନୈତିକ ନେତାଙ୍କ ମଧ୍ୟରେ ଅନେକ ବନ୍ଧୁ ଅଛନ୍ତି, ଯେଉଁମାନଙ୍କ ମଧ୍ୟରେ ଏସିଆରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଚାଇନା…
ବାଂଲାଦେଶକୁ ନେଇ ଚିନ୍ତା ପ୍ରକଟ କଲେ ଜନି ମୋର୍, କହିଲେ ଦେଶର ଅସ୍ତିତ୍ୱ ପାଇଁ…
ଓ୍ବାଶିଂଟନ,୨୯ା୧୧: ବାଂଲାଦେଶରେ ଧାର୍ମିକ ସଂଖ୍ୟାଲଘୁଙ୍କ ପ୍ରତି ବଢୁଥିବା ବିପଦକୁ ନେଇ ଆମେରିକାର ପୂର୍ବତନ ଅନ୍ତରାଷ୍ଟ୍ରୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ (USCIRF) ସଦସ୍ୟ ଜନି ମୋର୍ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। କେବଳ ପ୍ରଭାବିତ ସମ୍ପ୍ରଦାୟ ପାଇଁ ନୁହେଁ ବରଂ ଦେଶର ଅସ୍ତିତ୍ୱ…
ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍ କହିଛନ୍ତି।…
ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ ଭାରତର…
ୟୁକ୍ରେନ୍ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ
କିଭ୍,୨୬ା୮: ପୁଣି ଆକ୍ରମଣାତ୍ମକ ହୋଇଉଠିଛି ରୁଷିଆ। ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ୧୦୦ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି।…
ସାମ୍ନାକୁ ଆସିଲେ ପୁଟିନ୍ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?
ନୂଆଦିଲ୍ଲୀ, ୧୦ା୬: ସାରା ବିଶ଼୍ବରେ ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। ପୁଟିନ୍ଙ୍କ ପରେ କିଏ ତାଙ୍କର ଉତ୍ତରାଧିକାରୀ ହେବ ସେ ନେଇ ଆଲୋଚନା ମଧ୍ୟ ହୁଏ। କିନ୍ତୁ ପୁତିନ୍ଙ୍କର ଝିଅ ଥିବା କେହି ହୁଏତ ଜାଣନ୍ତି ନାହିଁ…
ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର
ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ ଭାଗିଦାରୀକୁ ଗଭୀର କରିବା ଉପରେ ମିଳିତ ବିବୃତ୍ତି ଜାରି କରିଛନ୍ତି। ଯାହାଦ୍ୱାରା ଦୁଇ ଦେଶ…
Archives


