ସ୍ବର ବଦଳୁଛି ପହଲଗାମ୍ ଆକ୍ରମଣକୁ ନେଇ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ଭାରତର ବୈଦେଶିକ ନୀତିର ବାର୍ତ୍ତା ସ୍ପଷ୍ଟ ଓ ପ୍ରଭାବଶାଳୀ ହୋଇନାହିଁ। ବିଶେଷକରି ଭାରତ ବିରୋଧରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ସମ୍ପର୍କରେ ବିଶ୍ୱକୁ ଅବଗତ କରିବାରେ...