ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍ ଟିମ୍କୁ ହରାଇ କରଞ୍ଜିଆ ଚମ୍ପିୟାନ ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ ଭଲିବଲ ଟୁର୍ଣ୍ଣାମେଣ୍ଟ ସାମପାଲା ପଡିଆ ସମରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୬ଟି…