‘ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’ ବ୍ରହ୍ମପୁର,୨୬ା୨(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଶୀତଳାପଲ୍ଲୀସ୍ଥିତ ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ ପରିସରରେ ଗୁରୁବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଏବଂ ପ୍ରାଥମିକ ଚିକିତ୍ସା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ କଟକ ନିକଟସ୍ଥ ମୁଣ୍ଡୁଳିଠାରେ ଥିବା…