ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ ଚିହ୍ନଟ…