କେମିତି ହେବ ଭୋଟଗଣତି
ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍ଓ)ଙ୍କ...