Tag Archives: Vote

ଭୋଟ୍‌ ଗଣତି କେନ୍ଦ୍ରକୁ ଖବରଦାତାଙ୍କୁ ମନା

ପାଟଣା,୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାମ୍ପୁଆରେ ମଙ୍ଗଳବାର ହେବାକୁ ଥିବା ବେଳେ ଅନେକ ଖବରଦାତାଙ୍କୁ ଖବର ସଂଗ୍ରହ ପାଇଁ ଏଣ୍ଟ୍ରି ପାସ୍‌ ମିଳିନାହିଁ। ଏଭଳିସ୍ଥଳରେ ଖବରଦାତାମାନେ କିଭଳି ଖବର ସଂଗ୍ରହ କରିବେ ସେନେଇ...

ଭୋଟ୍‌ ଦେବାକୁ ଆସିଲେନି ୨୦୦ ଭୋଟର

ସିମୁଳିଆ,୧ା୬(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଡ଼ା ପଞ୍ଚାୟତର ଦକ୍ଷିଣଅଡ଼ା ମହିଁଷାମୁଣ୍ଡା ଆଦିବାସୀ ସାହିର ୨ଶହ ଭୋଟର ଭୋଟ୍‌ ବର୍ଜନ କରିଛନ୍ତି। ଗାଁରେ ବିଜୁଳି, ପାଣି ଓ ସଡ଼କ ବ୍ୟବସ୍ଥା ନ ଥିବାରୁ ଭୋଟରମାନେ ଭୋଟ୍‌ ଦେବାକୁ ଆସି...

ଭୋଟ୍‌ ଦେବାକୁ ଆସି ଫେରିଗଲେ ଭୋଟର

ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର...

ପ୍ରତ୍ୟେକ ଭୋଟ୍‌ର ହିସାବ ଦେଲେ ନିର୍ବାଚନ ଆୟୋଗ, କହିଲେ ତଥ୍ୟରେ ପରିବର୍ତ୍ତନ ଅସମ୍ଭବ

ନୂଆଦିଲ୍ଲୀ,୨୫ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ଶନିବାର ଦେଶର ୫୭ଟି ଆସନରେ ମତଦାନ ଚାଲିଥିଲା। ଏହି ସମୟରେ ନିର୍ବାଚନ ଆୟୋଗ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନର ଅନ୍ତିମ ତଥ୍ୟ ପ୍ରକାଶ କରିଛନ୍ତି। କୁହାଯାଇଛି, ଏହି ପାଞ୍ଚଟି...

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍‌ଫଣ୍ଡ ଘୋଟାଲା...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି। ଏଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଇଭିଏମ୍‌ ତ୍ରୁଟି ଯୋଗୁ ବିଳମ୍ବରେ...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା...

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri