Tag Archives: Vote

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍‌ପି…

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା ପରେ…

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା…

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି। ଭୋଟରମାନେ କହିଛନ୍ତି, ନିର୍ବାଚନ ସମୟରେ ନେତାମାନେ ଆସୁଛନ୍ତି, ଭୋଟ୍‌ ପାଇଲା ପରେ ଚାଲି ଯାଉଛନ୍ତି।…

ପ୍ରଥମଥର ମାଓବାଦୀ ପ୍ରବଣ ଅଞ୍ଚଳରେ ମତଦାନ ପାଇଁ ପ୍ରବଳ ଭିଡ଼

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ପୂର୍ବରୁ ଥିବା ବିଚ୍ଛିନ୍ନାଞ୍ଚଳ ଯନ୍ତ୍ରୀ, ଜୋଡ଼ାମ୍ବ ପଞ୍ଚାୟତ ଅଞ୍ଚଳରେ ଭୋଟରମାନେ ପୂର୍ବରୁ ମାଓବାଦୀଙ୍କ ଭୟରେ ଭୋଟ୍‌ ଦାନ କେନ୍ଦ୍ରକୁ ଆସୁ ନ ଥିଲେ ବିଚ୍ଛିନାଞ୍ଚଳରୁ ସ୍ବାଭିମାନ ଅଞ୍ଚଳ ହେବା ପରେ ଏହି ଦୁଇଟି…

କଳାହାଣ୍ଡିରେ ଚାଲିଛି ଭୋଟ୍‌ ଗ୍ରହଣ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।…

କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…

ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ, ଜାଣନ୍ତୁ କେଉଁଠି ମତଦାନ…

ଭୁବନେଶ୍ୱର,୧୩।୫(ଅସମାପିକା ସାହୁ): ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ।…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ମତଦାନ। ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହେଉଥିବା ବେଳେ…

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?