ନିର୍ବାଚନ ଆୟୋଗର ନୂଆ ବ୍ୟବସ୍ଥା: ମାତ୍ର ୧୫ ଦିନ ମଧ୍ୟରେ ପହଞ୍ଚାଇବ ଭୋଟର ପରିଚୟ ନୂଆଦିଲ୍ଲୀ,୧୮।୬: ନିର୍ବାଚନ ଆୟୋଗ (ଇସି) ବୁଧବାର ଘୋଷଣା କରିଛନ୍ତି ଯେ ଏଣିକି ଭୋଟର ପରିଚୟ ପତ୍ର (ଇପିଆଇସି) ୧୫ ଦିନ ମଧ୍ୟରେ ଭୋଟରଙ୍କୁ ପହଞ୍ଚାଇ ଦିଆଯିବ, ଯାହା ପୂର୍ବରୁ ଲାଗୁଥିବା ସମୟକୁ ପ୍ରାୟ ଅଧା କରିଦେଇଛି। ଅଧିକାରୀମାନେ ଜଣାଇଛନ୍ତି ଯେ...