ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ
ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍ଏସ୍ଏମ୍ଇ ବିଭାଗର କମିଶନର-କମ୍-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍ଆଇଆର ସମ୍ପର୍କିତ କାର୍ଯ୍ୟର ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଅବସରରେ ଆୟୋଜିତ ସମୀକ୍ଷା ବୈଠକରେ ଦାବି ଓ…
ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…
ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…
SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ
ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ। ରାଜ୍ୟରେ ବର୍ତ୍ତମାନ ୩ କୋଟି ୧୩ ଲକ୍ଷ ଭୋଟର ରହିଛନ୍ତି। ଅଯୋଗ୍ୟ ବ୍ୟକ୍ତିଙ୍କୁ…
ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ ତାଙ୍କ ନାମ ଅନ୍ତର୍ଭୁକ୍ତ କରିବା ଅଭିଯୋଗରେ କୋର୍ଟ ପୂର୍ବତନ କଂଗ୍ରେସ…
ଭୋଟର ତାଲିକା ସଂଶୋଧନ ସମୟସୀମା ସପ୍ତାହେ ବୃଦ୍ଧି
ନୂଆଦିଲ୍ଲୀ,୧।୧୨: ଦେଶର ୯ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀକୁ ନିର୍ବାଚନ କମିଶନ (ଇସି) ସପ୍ତାହେ ବୃଦ୍ଧି କରିଛନ୍ତି। ତଦନୁଯାୟୀ ଚୂଡ଼ାନ୍ତ ଭୋଟର ତାଲିକା ଫେବୃଆରୀ ୧୪ରେ ପ୍ରକାଶ…
ଭୋଟର ଲିଷ୍ଟରେ ନାମ ନ ଥିଲେ ନିର୍ବାଚନ କମିଶନ ଦେବେ ଆଉ ଏକ ସୁଯୋଗ, ମିଳିବ ୩୦ ଦିନ ସମୟ
ପାଟନା,୨୪।୭: ବିହାରରେ ସଘନ ସଂଶୋଧନ ଅଭିଯାନ (SIR) ଚାଲିଛି। ନିର୍ବାଚନ କମିଶନ ଏ ସମ୍ପର୍କରେ ଏକ ବଡ଼ ସୂଚନା ଦେଇଛନ୍ତି। ଯଦି କୌଣସି ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯାଏ, ତେବେ ତାଙ୍କୁ ପୁନର୍ବାର ଯୋଡିବାର ସୁଯୋଗ ମିଳିବ। କମିଶନ…
‘ଭୋଟର ଲିଷ୍ଟରେ ନାମ ନ ଥିଲେ ଯିବାକୁ ପଡ଼ିବ ଜେଲ’, ବଡ଼ ଘୋଷଣା କଲେ ମମତା
କୋଲକାତା,୧୬।୭: ବୁଧବାର ଭାଜପା ଶାସିତ ରାଜ୍ୟଗୁଡ଼ିକରେ ବଙ୍ଗଳା ଭାଷାଭାଷୀ ପ୍ରବାସୀମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିବାଦ ଶୋଭାଯାତ୍ରାରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ କୋଲକାତାରେ ତୃଣମୂଳ କଂଗ୍ରେସର ଏକ ବିଶାଳ ପଦଯାତ୍ରାର ନେତୃତ୍ୱ ନେଇଥିଲେ। ମମତାଙ୍କ…

