ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି। ସୁନେହରି ବାଗ ରୋଡରେ ଅବସ୍ଥିତ ବଙ୍ଗଳା ନମ୍ବର 9, ତାଙ୍କୁ ଆବଣ୍ଟିତ କରାଯାଇଛି…