ବ୍ୟାସନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଯାଜପୁର/ଯାଜପୁର ରୋଡ଼,୭ା୩(ହର୍ଷବର୍ଦ୍ଧନ ବେହେରା/ପବିତ୍ର ମହାନ୍ତି): ଯାଜପୁର ଜିଲା ବ୍ୟାସନଗର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଗୁରୁବାର ଆଗତ ହୋଇଛି ା ଏହି ମର୍ମରେ ୨୬ରୁ ୨୦ ଜଣ କାଉନ୍ସିଲରଙ୍କ ସ୍ବାକ୍ଷର ସମ୍ବଳିତ ଏକ ଅନାସ୍ଥା ପ୍ରସ୍ତାବ ଜିଲାପାଳଙ୍କୁ...