ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ ବାରଣ ହେବ ଫୋନ୍, ଓ୍ବାକିଟକି ବ୍ୟବସ୍ଥା କରି… ପୁରୀ,୧୪ା୧୦: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ। କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବାଇଲ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍କମିଟି ମୁଖ୍ୟ। ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ...