ପୁରୀ,୧୪ା୧୦: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ। କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବାଇଲ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି…