ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି… ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଚାପି ହୋଇ ଆଈ ଓ ନାତିଙ୍କର ମୃତ୍ୟୁ ଘଟିଥିବା…