ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ ବର୍ଷା ଯୋଗୁ କାନ୍ଥପଡ଼ି ସ୍ବାମୀଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଏପରି…