ୱକ୍ଫ ସଂଶୋଧନ: ନୂଆ ନିଯୁକ୍ତି ଉପରେ ରୋକ୍, ୭ ଦିନ ଭିତରେ କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭।୫: ସୁପ୍ରିମକୋର୍ଟ ଓ୍ୱକ୍ଫ ଆଇନ ସଂଶୋଧନ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଓ୍ୱାକ୍ଫ ବୋର୍ଡରେ ନୂଆ ନିଯୁକ୍ତି ଉପରେ ରୋକ୍ ଲଗାଯାଇଛି। ଏହି ନିଷ୍ପତ୍ତି ଅନୁସାରେ, ଓ୍ୱାକ୍ଫ ସଂଶୋଧନ ସମ୍ପର୍କିତ…
ଦେବାଶିଷଙ୍କୁ ସିଧା ଟାର୍ଗେଟ୍ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…
କଟକ,୭ା୪: ଏମ୍ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍ ବିଲ୍ ଭୋଟ୍ ବେଳେ ଓ୍ବାକଆଉଟ୍କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…
ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…
ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍ଫ ବିଲକୁ ନେଇ ସେ କହିଛନ୍ତି କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା…
ଓ୍ବକଫ ବିଲ୍କୁ ବିରୋଧ କରି ସୁପ୍ରିମକୋର୍ଟ ଯିବ କଂଗ୍ରେସ
ନୂଆଦିଲ୍ଲୀ,୪।୪: ଲୋକ ସଭା ପରେ, ରାଜ୍ୟ ସଭାରେ ମଧ୍ୟ ୱକଫ ସଂଶୋଧନ ବିଲ୍ ଗୃହୀତ ହୋଇଥିଲା। ତଥାପି, କଂଗ୍ରେସ ଏହି ବିଲ୍କୁ ବିରୋଧ କରିଛି। କଂଗ୍ରେସ କହିଛି ଯେ ଦଳ ଖୁବ ଶୀଘ୍ର ଏହି ବିଲ୍ ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବ…
ଓ୍ବକଫ୍ ବିଲ୍କୁ ନେଇ ବିଜେଡିର ବଦଳ ବେପାର
ଭୁବନେଶ୍ୱର,୪ା୪(ସୁନିତ୍ ମିଶ୍ର): ଓ୍ବକଫ୍ ବିଲ୍ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍ ବିଲ୍ ଉପରେ ସକାଳବେଳା ଚାଲିଥିବା ଆଲୋଚନାରେ ଭାଗନେଇ ବିଜେଡି ଏମ୍ପି ମୁଜିବୁଲ୍ଲା (ମୁନ୍ନା) ଖାଁ ଏହାକୁ…
Waqf Bill: ସଂସଦରେ ମଞ୍ଜୁରୀ ପରେ ଓ୍ବକଫକୁ ନେଇ ଭାଜପାର କ’ଣ ରହିଛି ନୂଆ ପ୍ଲାନ ଜାଣନ୍ତୁ…
ନୂଆଦିଲ୍ଲୀ,୩।୪: ସଂସଦରେ ୱକଫ ସଂଶୋଧନ ବିଲ ଗୃହୀତ ହେବା ପରେ, ରାଜନୈତିକ ମହଲରେ ଏହି ପ୍ରସଙ୍ଗ ଉଷ୍ମ ହେବାର ସ୍ପଷ୍ଟ ସଙ୍କେତ ମିଳିଛି। ମୁସଲିମ ଭୋଟର ରାଜନୀତି କରୁଥିବା ବିରୋଧୀ ଦଳଗୁଡ଼ିକ ଭାଜପା ବିରୋଧରେ ଏହାକୁ ନଗଦ କରିବାକୁ ପ୍ରସ୍ତୁତ ହେଉଥିବା…
ୱକଫ ବିଲ୍କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ କରିଛି।…
ପୁଣି ବଦଳିଗଲେ ନବୀନ! ମୋଦିଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ନେଲା ବିଜେଡି
ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉ ପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ…
୨୦୨୫ ପୂର୍ବର ସମ୍ପତ୍ତି ଓ୍ବକଫ୍ ବିଲ୍ରେ ହିଁ ରହିବ, ଜାଣନ୍ତୁ କେନ୍ଦ୍ର ସରକାର ଆଣୁଥିବା ନୂଆ ବିଲ୍ରେ କ’ଣ ରହିଛି…
ନୂଆଦିଲ୍ଲୀ,୧ା୪: ଲୋକ ସଭାରେ ଓ୍ବକଫ୍ ବିଲ୍ ସଂସଦର ଏହି ଅଧିବେଶନରେ ସରକାର ଓ୍ବକଫ୍ ସଂଶୋଧନ ଆଇନ ଆଗତ କରିବାକୁ ଯାଉଛନ୍ତି। ଭାଜପା ଏବଂ କଂଗ୍ରେସ ୨ ଏପ୍ରିଲ ୨୦୨୫ ଏବଂ ୩ ଏପ୍ରିଲ, ୨୦୨୫ ପାଇଁ ଲୋକ ସଭା ଏବଂ ରାଜ୍ୟସଭା…
ୱାକଫ୍ ବିଲକୁ ମିଳିଲା କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ; ବିରୋଧୀଙ୍କୁ ବଡ଼ ଝଟକା
ନୂଆଦିଲ୍ଲୀ,୨୭।୨: ସଂସଦରେ ୱାକଫ ବିଲ୍ ଆଣିବା ପାଇଁ ପଥ ପରିଷ୍କାର ହୋଇଛି। ଏବେ ଏହାକୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଉପସ୍ଥାପିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ଏହି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ। ଏହି…
Archives


