ମୁର୍ଶିଦାବାଦରେ ହିଂସା: ଓ୍ବକଫ ବିବାଦକୁ ନେଇ କାହିଁକି ଚୁପ୍ ମମତା ମୁର୍ଶିଦାବାଦ, ୧୬।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ଓ୍ବକଫ (ସଂଶୋଧନ) ଆଇନ, ୨୦୨୫କୁ ବିରୋଧ କରି ହୋଇଥିବା ବିକ୍ଷୋଭ ହିଂସାରେ ପରିଣତ ହୋଇଛି। ଏହି ଘଟଣାରେ ଅତିକମରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ରୁ ଅଧିକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରିପୋର୍ଟ...