ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀ ମନ୍ଦିରର ହୁଣ୍ଡି ଉଠାଇ…

