ଜଳ ସଂରକ୍ଷଣ ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଜଳ ମହାସାଗରରେ ଅଛି, ଯାହା ବ୍ୟବହାର ଉପଯୋଗୀ ନୁହେଁ।…