ବୁଡ଼ିଲା ଜଳ ଯୋଗାଣ ଗୃହ: ୮୦୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ଆକୁଳ, ଚିନ୍ତାରେ ମୋହନାବାସୀ
ମୋହନା, ୨୮।୧୦(ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରକୋପରେ ଗତ ଦୁଇଦିନ ହେଲା ଲଗାଣ ବର୍ଷା ଜାରି ରହିଥିବା ବେଳେ ଗଜପତି ଜିଲା ମୋହନା ଅଞ୍ଚଳ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇପଡ଼ିଛି। ବୁଧବାର ସନ୍ଧ୍ୟାରେ ନଦୀ ପତନଠାରୁ ପ୍ରାୟ ୨୦ ଫୁଟ୍ ଉଚ୍ଚରେ ଥିବା…

