ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍
ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ ମଧ୍ୟ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସହ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ…

