ବ୍ରିଜ୍ ଉପରେ ହଠାତ୍ ଫାଟିଲା ପାନୀଳ ଜଳ ପାଇପ୍, ଆଉ ତା’ ପରେ… ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍ ଉପରେ ଥିବା ପାନୀୟଜଳ ପାଇପ୍ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର ସରକାରଙ୍କ ମେଗା ପାଇପ୍ ପ୍ରକଳ୍ପ ଅଧୀନରେ ପାନୀୟଜଳ ଯୋଗାଣ ପାଇଁ ଏହି ପାଇପ୍ଟି…