ଦିନେ ଛାଡ଼ି ଦିନେ ହେଉଛି ପାନୀୟ ଜଳ ଯୋଗାଣ: ବର୍ଷା ଅପେକ୍ଷାରେ ଅଞ୍ଚଳବାସୀ ରାଇକିଆ,୧୭ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ପାନୀୟ ଜଳ ଯୋଗାଣ ହେଉଛି ଏକ ପ୍ରମୁଖ ସମସ୍ୟା। ସହରବାସୀଙ୍କ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଏବେବି ଅପହଞ୍ଚ ହୋଇ ରହିଛି । ୩୦ ବର୍ଷ ତଳର ପୁରୁଣା ଜଳ...